Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପ୍ରଥମେ ନିଜ ରାଜ୍ୟ କଥା ଚିନ୍ତା କରନ୍ତୁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ- ନବୀନ

ଭୁବନେଶ୍ୱର- ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ ଓଡ଼ିଶା ଆସି ପ୍ରଚାର କରୁଛନ୍ତି । ଓଡ଼ିଶାକୁ ଏକନମ୍ବର କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି । ସେମାନେ ପ୍ରଥମେ ନିଜ ରାଜ୍ୟ କଥା ଦେଖନ୍ତୁ । ଏହାଛଡ଼ା ମୁଣ୍ଡପିଛା ଋଣ ହିସାବରେ ଆସାମର ଋଣଭାର ଓଡ଼ିଶା ଠାରୁ ୨ଗୁଣା ଅଧିକ। ଏଣୁ ପ୍ରଥମେ ନିଜ ରାଜ୍ୟକଥା ବୁଝନ୍ତୁ ।

Show More

Related Articles

Back to top button