Breaking PLUSଓଡ଼ିଶାମୁଖ୍ୟ ଖବର

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଫରେଷ୍ଟର

ଭୁବନେଶ୍ୱର- ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଫରେଷ୍ଟର  । ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନ ଫରେଷ୍ଟର ଗୌରାଙ୍ଗ ସାହୁ ।ୟୁକାଲିପଟାସ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ନେଉଥିଲେ । ତେବେ ଲାଂଚ ନେବା ବେଳେ ତାଙ୍କୁ କାବୁ କରିଛି ଭିଜିଲାନ୍ସ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button