Breaking PLUSଓଡ଼ିଶାମୁଖ୍ୟ ଖବର

ମୋବାଇଲ୍ ଟ୍ରାକିଂ କରିବେ ବନ କର୍ମଚାରୀ

ଭୁବନେଶ୍ୱର- ଏବେ ଶିକାରୀ ଓ ସନ୍ଦିଗ୍ଧଙ୍କ ଉପରେ କଡ଼ା ନଜର ରଖିବେ ବନକର୍ମଚାରୀ । ଶିକାରୀ ଓ ସନ୍ଦିଗ୍ଧଙ୍କୁ ମୋବାଇଲ ଟ୍ରାକିଂ କରିପାରିବେ ବନ କର୍ମଚାରୀ । ଲୋକେସନ୍ ଟ୍ରାକ୍ ସହ କଲ୍ ଡିଟେଲସ୍ ମଧ୍ୟ ଯାଞ୍ଚ କରିବାକୁ ଅନୁମତି ମିଳିଛି । ୬୯ତମ ରାଜ୍ୟସ୍ତରୀୟ ବନମହୋତ୍ସବରେ ସୂଚନା ଦେଲେ PCCF । ଶିକାରୀ ଦମନ ପାଇଁ କର୍ମଚାରୀଙ୍କୁ ଗୁଳି ଚାଳନା ପ୍ରଶିକ୍ଷଣ ଦିଆଯାଉଛି । ୯୦ ଜଣ ବନ କର୍ମଚାରୀଙ୍କ ପ୍ରଶିକ୍ଷଣ ସରିଥିବା PCCFଙ୍କ ସୂଚନା ।

Show More

Related Articles

Back to top button