Breaking PLUSଓଡ଼ିଶାମୁଖ୍ୟ ଖବର

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର- ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ହୋଇଥିଲେ । ୨୦୦୪ରୁ ୨୦୧୯ ପର‌୍ୟ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ତାଙ୍କ ପରଲୋକ ପରେ ନିର୍ବାଚନ ମଣ୍ଡଳୀ ସହ ଦଳୀୟ କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

Show More

Related Articles

Back to top button