Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି

ଭୁବନେଶ୍ବର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। ତେବେ ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି।
ବିଧାୟକ ଚକ୍ରମଣି କହଁର ରାଜ୍ୟର କେଉଁ କେଉଁ ସ୍ଥାନରେ କେତୋଟି ସୁନା ଖଣିର ସନ୍ଧାନ ମିଳିଛି ଓ ଆଉ କେଉଁ କେଉଁ ନୂଆ ଖଣି କେଉଁ କେଉଁ ସ୍ଥାନରେ ଅଛି ସେନେଇ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଏଭଳି ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା।

Show More

Related Articles

Back to top button