Breaking PLUSଓଡ଼ିଶାମୁଖ୍ୟ ଖବର

କମିଲା ସୁନା ମୂଲ୍ୟ

ଆଜି ସୁନା ଦର ୨ ହଜାର ଟଙ୍କା ହ୍ରାସ ହୋଇଛି । ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୩,୯୩୦ ଟଙ୍କା ରହିଛି । ଗତକାଲି ଏହା ୯୬,୦୬୦ ଟଙ୍କା ଥିଲା । ଏଥିରେ ୨,୧୩୦ ଟଙ୍କା ହ୍ରାସ ହୋଇଛି । ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୬,୧୦୦ ଟଙ୍କା ରହିଛି । ଗତକାଲି ଏହା ୮୮,୦୫୦ ଟଙ୍କା ଥିଲା । ଏଥିରେ ୧,୯୫୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୦,୪୫୦ ଟଙ୍କା ରହିଛି । ଗତକାଲି ଏହା ୭୨,୦୪୦ ଟଙ୍କା ଥିଲା । ଏଥିରେ ୧,୫୯୦ ଟଙ୍କା ହ୍ରାସ ହୋଇଛି ।

Show More

Related Articles

Back to top button