Breaking PLUSଓଡ଼ିଶାମୁଖ୍ୟ ଖବର

ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌  ହୋଇଛି । ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍  । ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ବାଲେଶ୍ବର ଜିଲ୍ଲାପାଳ  । ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା । କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା  । ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ  । କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ । କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button