Breaking PLUSଓଡ଼ିଶାମୁଖ୍ୟ ଖବର
ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଛୁଟି ବାତିଲ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଛୁଟି ବାତିଲ । ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ୨୯ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି । ପୁରୀରେ ମଧ୍ୟ ପ୍ରଭାବ ନ କମିବା ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା କରାଯାଇଛି ।



