Breaking PLUSଓଡ଼ିଶାମୁଖ୍ୟ ଖବର

ବିହାରର ଏନ୍‌ଡିଏର ବିପୁଳ ବିଜୟ ପରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର- ବିହାରର ଏନ୍‌ଡିଏର ବିପୁଳ ବିଜୟ ପରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା  । ଭୁବନେଶ୍ବରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା  । ବିହାର ବିଜୟ ମୋଦିଙ୍କ ନେତୃତ୍ବକୁ ବଡ଼ ସ୍ବୀକୃତି କହିଲେ ଧର୍ମେନ୍ଦ୍ର । ବିହାରରେ ଲଗାତାର ୨୦ ବର୍ଷ ଶାସନ ପରେ ବି ପୁଣି ଥରେ ଏନ୍‌ଡିଏ ବିଜୟୀ ହୋଇଛି । ଏହି ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ଼ ସ୍ୱୀକୃତି ଦେଇଛି । ପୂରା ଦେଶରେ କଲ୍ୟାଣକାରୀ ଶାସନ ଚାଲିଥିବାରୁ NDA ଆସ୍ଥାଭାଜନ ହୋଇପାରିଛି । ଦେଶ ବିଭାଜନ ମାନସିକତା ରଖୁଥିବା କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି  ।ନୂଆପଡ଼ାରେ ବିଜେପି ବିପୁଳ ଭୋଟ୍‌ରେ ବିଜୟୀ ହୋଇଛି, ଏହା ଅଦ୍ଭୂତପୂର୍ବ ବିଜୟ ।ବିହାର ପ୍ରଭାରୀ ଦାୟିତ୍ବରେ ଥିଲେ ଧର୍ମେନ୍ଦ୍ର ପ୍ରଧାନ ।

Show More

Related Articles

Back to top button