Breaking PLUSଦେଶମୁଖ୍ୟ ଖବର
ଏଥର ଦିଲ୍ଲୀରେ ସବୁଜ ଦୀପାବଳି

ନୂଆଦିଲ୍ଲୀ- ଦିଲ୍ଲୀ NCRରେ ସବୁଜ ବାଣକୁ ସୁପ୍ରିମକୋର୍ଟଙ୍କ ଅନୁମତି ମିଳିଛି । ଆସନ୍ତା ୨୧ ତାରିଖ ଯାଏଁ ସବୁଜ ବାଣକୁ ଅନୁମତି । ଅସ୍ଥାୟୀ ଭାବେ ସବୁଜ ବାଣ ବିକ୍ରିକୁ ଅନୁମତି ଦେଲେ । ନିର୍ଦ୍ଧାରିତ ସ୍ଥାନରେ ହିଁ ବିକ୍ରି, ରାତି ୮ରୁ ୧୦ ଯାଏଁ ବାଣ ଫୁଟାଇ ପାରିବେ । ନିୟମ ଉଲ୍ଲଙ୍ଘନ କଲେ ପ୍ରଶାସନ ପକ୍ଷରୁ ନିଆଯିବ କାର୍ଯ୍ୟାନୁଷ୍ଠାନ ।