Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଲଗାତାର କମି ଚାଲିଛି ଭୂତଳ ଜଳସ୍ତର

ଭୁବନେଶ୍ୱର, ୨୬ ମାର୍ଚ୍ଚ  – ରାଜ୍ୟରେ ଲଗାତାର କମି ଚାଲିଛି ଭୂତଳ ଜଳସ୍ତର । ବିଗତ ୫ ବର୍ଷ ରେ ଓଡ଼ିଶାରେ ୦.୫୩ ପ୍ରତିଶତ ଏମବିଜିଏଲ ଭୂତଳ ଜଳସ୍ତର ହ୍ରାସ ପାଇଥିବା ହୋଇଛି ରେକର୍ଡ । କମୁଥିବା ଭୂତଳ ଜଳସ୍ତର କୁ ରୋକିବା ପାଇଁ ରାଜ୍ୟରେ ଆଡିବନ୍ଧ ଏବଂ ଗ୍ରାଉଣ୍ଡ ୱାଟର ରିଚାର୍ଜ ୱେଲ ନିର୍ମାଣ କରି ଭୂତଳ ଜଳସ୍ତର ବୃଦ୍ଧି କରିବାକୁ ପଦକ୍ଷେପ ନିଆଯାଉଅଛି  ।

ଏତଦ ବ୍ୟତୀତ, ଭୂଗର୍ଭ ଜଳ ସ୍ତରର ଅବନତି ରୋକିବା ପାଇଁ ସମଗ୍ର ରାଜ୍ୟରେ ୩୩ ଗୋଟି ବନ୍ଧ, ୨୭ ଗୋଟି ବ୍ୟାରେଜ ଏବଂ ୮୯ ଗୋଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ କରିବା ପାଇଁ ଯୋଜନା କରାଯାଇଛି ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Show More

Related Articles

Back to top button