Breaking PLUSଦେଶ ବିଦେଶମୁଖ୍ୟ ଖବର
ଗୁଜୁରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟ ରୂପାଣି
ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ଶନିବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ଏହି ଇସ୍ତଫା ପତ୍ର ରାଜଭବନରେ ରାଜ୍ୟପାଳ ଆଚାର୍ଯ୍ୟ ଦେବରତଙ୍କୁ ପ୍ରଦାନ କରିଛନ୍ତି ।

ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ଶନିବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ଏହି ଇସ୍ତଫା ପତ୍ର ରାଜଭବନରେ ରାଜ୍ୟପାଳ ଆଚାର୍ଯ୍ୟ ଦେବରତଙ୍କୁ ପ୍ରଦାନ କରିଛନ୍ତି ।
ଇସ୍ତଫା ଦେବା ପରେ ଗଣମାଧ୍ୟମକୁ ସୂଚନା ଦେଇ ରୂପାଣି କହିଛନ୍ତି, ମୁଖ୍ୟମନ୍ତ୍ରୀ ହେବା ପାଇଁ ମୋତେ ସୁଯୋଗ ଦେଇଥିବାରୁ ମୁଁ ବିଜେପି ଦଳକୁ ଧନ୍ୟବାଦ ଜଣାଉଛି ।


