Breaking PLUSଓଡ଼ିଶାମୁଖ୍ୟ ଖବର
ଖୋଲିବ ଗୁଣ୍ଡିଚା ମନ୍ଦିର, ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ

ପୁରୀ: ଖୋଲିବ ଗୁଣ୍ଡିଚା ମନ୍ଦିର, ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଲେ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ସହ ସମୀକ୍ଷା ପରେ ସୂଚନା ଦେଇଛନ୍ତି ।ସକାଳୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ । ୨୦ ଜଣ ଜେଟିପି ସ୍କ୍ବାଡ୍ ଜଗିବେ, ମନ୍ଦିର ଚତୁଃପାର୍ଶ୍ବ ସଫା କରାଯିବ । ସମସ୍ତ ଦୋକାନ ଉଚ୍ଛେଦ କରାଯିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ କହିଛନ୍ତି ।



