Breaking PLUSଓଡ଼ିଶାମୁଖ୍ୟ ଖବର

ହଂସିତା ଅଭିଲିପ୍ସାଙ୍କୁ ଗୋଟିଏ ମାମଲାରେ ଜାମିନ

ଭୁବନେଶ୍ୱର : ହଂସିତା ଅଭିଲିପ୍ସାଙ୍କୁ ଗୋଟିଏ ମାମଲାରେ ହାଇକୋର୍ଟରେ ସୋମବାର ଜାମିନ୍‌ ମିଳିଛି । ଭୁଲ୍‌ ତଥ୍ୟ ଦେଇ ପାସପୋର୍ଟ ହାତେଇବା ମାମଲାରେ ହାଇକୋର୍ଟ ଜାମିନ୍‌ ମଞ୍ଜୁର କରିଛନ୍ତି । ଠକେଇ ଅଭିଯୋଗ ମାମଲାରେ ଶୁଣାଣି ଶେଷ ହୋଇଥିବା ବେଳେ ରାୟ ସଂରକ୍ଷିତ ରହିଛି । ସହଯୋଗୀ ଅନିଲ ମହାନ୍ତିଙ୍କ ଜାମିନ୍‌ ଶୁଣାଣି ମଧ୍ୟ ଶେଷ ହୋଇଛି।

Show More

Related Articles

Back to top button