Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍ଡି କୁମାରସ୍ଵାମୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍ଡି କୁମାରସ୍ଵାମୀ । ଲୋକସେବା ଭବନରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସଂପ୍ରସାରଣ ଆଲୋଚନା ହୋଇଛି । ବାର୍ଷିକ କ୍ଷମତା ୪.୫ ମିଲିୟନ ଟନ୍ରୁ ୯.୫ ମିଲିୟନ ଟନ୍କୁ ସଂପ୍ରସାରଣ ଲକ୍ଷ୍ୟ ରହିଛି । ସମସ୍ୟାର ସମାଧାନ ସହ ସମସ୍ତ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି । ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।



