Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ ୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ

କାଳବୈଶାଖୀ ପରେ ରାଜ୍ୟରେ ପୁଣିଥରେ ଫେରିଛି ତାତି । ଆଜିଠୁ ୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏନେଇ ୩ ଦିନ ପାଇଁ ହିଟୱେଭ୍ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ୪୦ ଡିଗ୍ରୀ କିମ୍ବା ତା’ଠୁ ଅଧିକ ରହିବ ପାରଦ । ଆଜି ପାଇଁ ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button