Breaking PLUSଓଡ଼ିଶାମୁଖ୍ୟ ଖବର

ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ

କଟକ- ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ହେଲା ବାରଣ । ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ  ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏଡିଜି ଆଧୁନିକୀକରଣଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ମାମଲା ତଦନ୍ତର ଅନୁଧ୍ୟାନ ପାଇଁ ମନା କଲେ ହାଇକୋର୍ଟ ।

ଏପଟେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଛନ୍ତି ଭରତପୁର ଥାନା ନିର୍ଯାତନାର ପୀଡ଼ିତା। ତାଙ୍କ ବାପା ଓ ମେଜର ମଧ୍ୟ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button