Breaking PLUSଓଡ଼ିଶାମୁଖ୍ୟ ଖବର
ହାଇକୋର୍ଟରେ ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ ହେଲାନି

ଭୁବନେଶ୍ୱର- ହାଇକୋର୍ଟରେ ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ ହେଲାନି । AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ଗ୍ରହଣ କଲେନି ହାଇକୋର୍ଟ ।ପ୍ରିମାଚ୍ୟୁର କହି ମାମଲା ଗ୍ରହଣ କଲେନି ହାଇକୋର୍ଟ । ବିଧିବଦ୍ଧ ବିଜ୍ଞପ୍ତି ହୋଇ ନଥିବା ଦର୍ଶାଇ ମାମଲା ଗ୍ରହଣୀୟ ହେବନି କହିଲେ । ବିଧିବଦ୍ଧ ବିଜ୍ଞପ୍ତି ପରେ ମାମଲା କରିପାରିବେ ବୋଲି ଆବେଦନକାରୀଙ୍କୁ ଅନୁମତି ।


