Breaking PLUSଓଡ଼ିଶାମୁଖ୍ୟ ଖବର

ମେଜରଙ୍କ ବାନ୍ଧବୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ବର- ଭରତପୁର ଥାନାରେ ଗଣ୍ଡଗୋଳ ଘଟଣାରେ ସେନା ମେଜରଙ୍କ ବାନ୍ଧବୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବେ । ପୀଡ଼ିତାଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ଯୁବତୀଙ୍କୁ ଗିରଫ କରାଯାଇଥିଲା । ଘଟଣାକୁ ନେଇ ଆଜି ଭରତପୁର ଥାନାର ୫ ଜଣଙ୍କୁ ନିଲମ୍ବିତ କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button