Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ସୁଦ୍ଧା ଓପିଏସ୍‌ସି ସାଇଟ୍‌ରେ ପ୍ରଦର୍ଶନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର- ଡେଣ୍ଟାଲ ସର୍ଜନ ନିଯୁକ୍ତିରେ ହୋଇଥିବା ଅନିୟମିତତା ମାମଲାରେ ଓପିଏସସି ଅଧ୍ୟକ୍ଷ ହାଇକୋର୍ଟରେ ହାଜର ହୋଇଛନ୍ତି। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ଅଧ୍ୟକ୍ଷ ସୋମବାର କୋର୍ଟଙ୍କ ସମ୍ମୁଖରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ।

ପୂର୍ବ ତାଲିକାରେ କାହାକୁ ନିଯୁକ୍ତି ଦିଆଯାଇଛି, ସେନେଇ ହାଇକୋର୍ଟ  ତଥ୍ୟ ଲୋଡିଛନ୍ତି । ଏଥିସହ ସରକାରଙ୍କୁ ନିଯୁକ୍ତି ସମ୍ପର୍କିତ ତଥ୍ୟ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Back to top button