Breaking PLUSଓଡ଼ିଶାମୁଖ୍ୟ ଖବର
OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର- ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ବାରମ୍ବାର ତାଗିଦ୍ ସତ୍ତ୍ବେ ରିଭାଇଜ୍ ମେରିଟ୍ ଲିଷ୍ଟ ଦାଖଲ ନକରିବାରୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ ।