Breaking PLUSଓଡ଼ିଶାମୁଖ୍ୟ ଖବର

ପାର୍ବଣ ସମୟରେ ଡିଜେ ବଜାଇବାକୁ ଅନୁମତି

ଭୁବନେଶ୍ୱର- ଆଜି ଏକ ଗୁରୁତ୍ବପୂର୍ଣ୍ଣ ରାୟରେ ପାର୍ବଣ ସମୟରେ ଡିଜେ ବଜାଇବାକୁ ଅନୁମତି ଦେଇଛନ୍ତି। ତେବେ ୬୫ ଡେସିବେଲ ଭିତରେ ଡିଜେ ଶବ୍ଦ ରହିବ ବୋଲି ହାଇକୋର୍ଟ ପକ୍ଷରୁ କୁହାଯାଇଛି।  କଟକ ସହ ସମ୍ପର୍କିତ ଜନସ୍ବାର୍ଥ୍ୟ ମାମଲାରେ ହାଇକୋର୍ଟ ପକ୍ଷରୁ ଦିଆଯାଇଥିବା ନିର୍ଦେଶରେ କୁହାଯାଇଛି ଯେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦିଆଯିବ, ଏହା ୬୫ ଡେସିବେଲ ଭିତରେ ରହିବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button