Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ଫେରିଲେ ଅମିତ ରୋହିଦାସ

ଭୁବନେଶ୍ୱର- ଓଡ଼ିଶା ଫେରିଲେ ଅମିତ ରୋହିଦାସ । ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଖେଳାଳି ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଶୁକ୍ରବାର ସକାଳେ ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହଙ୍କ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ଅମିତଙ୍କୁ ସ୍ଵାଗତ କରାଯାଇଥିଲା। ଅମିତ ଚଳିତ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତା ଭାରତୀୟ ଦଳରେ ଏକମାତ୍ର ଓଡ଼ିଆ ଭାବେ ସାମିଲ ହୋଇଥିଲେ।

Show More

Related Articles

Back to top button