Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ ଅମିତ ଶାହ

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥଳୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଅମିତ ଶାହା । ଏହାପରେ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି ଅମିତ ଶାହା। ଇନ୍‌ଡୋର ଷ୍ଟାଡିୟମରେ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହା। ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Show More

Related Articles

Back to top button