Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପୈତୃକ ଗାଁରେ ହେବ ହ୍ୟୁମାନ ସାଗରଙ୍କ ଶେଷକୃତ୍ୟ

ଭୁବନେଶ୍ୱର-  ଅଫେରା ରାଇଜରେ ଓଲିଉଡ ଜଗତର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଗତକାଲି ରାତିରେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମେଡିକାଲରୁ ହ୍ୟୁମାନଙ୍କ ପାର୍ଥିବ ଶରୀର କଟକ ସ୍ଥିତ ବାସଭବନକୁ ନିଆଯାଇଥିଲା, ସେଠାରେ ବହୁ ବିଶିଷ୍ଠ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ସେଠାରୁ ହ୍ୟୁମାନଙ୍କ ପାର୍ଥିବ ଶରୀର ଟିଟିଲାଗଡ ସ୍ଥିତ ବାସଭବନକୁ ନିଆଯାଉଛି । ସେଠାରେ ପରିବାର ଓ ବନ୍ଧୁ ପରିଜନ ଶେଷ ଦର୍ଶନ କରିବା ପରେ ଶେଷ କୃତ୍ୟ ସମ୍ପନ୍ନ ହେବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button