Breaking PLUSଓଡ଼ିଶାମୁଖ୍ୟ ଖବର

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଥାନାରେ ଏତଲା ଦେଲେ ମାଆ

ଭୁବନେଶ୍ୱର- କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଥାନାରେ ଏତଲା  । କଟକ ମର୍କତ ନଗର ଥାନାରେ ଏତଲା ଦେଲେ ହ୍ୟୁମାନଙ୍କ ମାଆ  । ପୁଅକୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ କଲେ ହ୍ୟୁମାନଙ୍କ ମାଆ  । ହ୍ୟୁମାନଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ଦାବି କରି ଥାନାରେ ଏତଲା  ।ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ଏତଲାରେ ଉଲ୍ଲେଖ ରହିଛି । ଅବହେଳା, ଦୁର୍ବ୍ୟବହାର, ଚାପ, ବିଷକ୍ରିୟା, ନିଶାଦ୍ରବ୍ୟ ପ୍ରୟୋଗର ତଦନ୍ତ ଦାବି ହୋଇଛି । ଷଡ଼ଯନ୍ତ୍ର, ଆର୍ଥିକ ହେରଫେର୍, ଡିଜିଟାଲ ପ୍ରମାଣ ନଷ୍ଟ ସଂପର୍କିତ ତଦନ୍ତ ଦାବି ହୋଇଛି ।

ପ୍ରଶାନ୍ତ ବେହେରା, ଲୁଲୁ ମହାନ୍ତି, ଜଗଦିଶ ମହାନ୍ତିଙ୍କ ଭୂମିକା ସନ୍ଦେହଜନକ ଉଲ୍ଲେଖ  । ଏଥିସହ ଆଉ କିଛି ନିକଟ ସଂପର୍କୀୟଙ୍କ ନାଁ ମଧ୍ୟ ଏତଲାରେ ଉଲ୍ଲେଖ ରହିଛି । ଶ୍ରେୟା ମିଶ୍ର ଓ ତାଙ୍କ ପରିବାର, ଅର୍ପିତା ଚୌଧୁରୀ ଓ ତାଙ୍କ ପରିବାର ନାଁ ଉଲ୍ଲେଖ ।ଅର୍ପିତା ଚୌଧୁରୀଙ୍କ ସଂପତ୍ତିକୁ ନେଇ ପ୍ରଶ୍ନ ଉଠାଇଲେ ହ୍ୟୁମାନଙ୍କ ମାଆ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button