Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନଙ୍କ ନିର୍ବାଚନ ମଣ୍ଡଳୀରେ ଶହେ ହତ୍ୟା

ଭୁବନେଶ୍ୱର- ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା  । ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉତ୍ତର । ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା  । ୧୦୦ ହତ୍ୟା ମାମଲାରେ ମୋଟ ୩୨୮ ଜଣଙ୍କୁ ଗିରଫ କରାଯାଇଛି  । ୧୦୦ ମାମଲାରୁ ୯ଟି ମାମଲାରେ ଦୋଷୀଙ୍କୁ ଦଣ୍ଡିତ କରାଯାଇଛି  ।୨୨ଟି ମାମଲାରେ ଦୋଷମୁକ୍ତ, ୬୯ ମାମଲା ବିଚାରାଧୀନ ରହିଛି ।

Show More

Related Articles

Back to top button