Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ଗସ୍ତରେ ଏସ ଜୟଶଙ୍କର

ଭୁବନେଶ୍ବର : ପ୍ରବାସୀ ଭାରତୀୟ ଦିବସ ୮ରୁ ଅନୁଷ୍ଠିତ ହେବ। ଏହାପୂର୍ବରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଏସ୍‌. ଜୟଶଙ୍କର। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟମାନେ ସ୍ବାଗତ କରିଛନ୍ତି। ୧୦ ତାରିଖ ପର୍ଯ୍ୟନ୍ତ ସେ ଓଡ଼ିଶାରେ ରହିବେ। ଆଜି ସେ କୋଣାର୍କ ସୂର୍ଯ୍ୟମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ। ପରେ ଡ. ଜୟଶଙ୍କର ରଘୁରାଜପୁର ଏବଂ ଧଉଳି ଯିବେ। ସେଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।

Show More

Related Articles

Back to top button