Breaking PLUSଦେଶ ବିଦେଶମୁଖ୍ୟ ଖବର
ଇସ୍ରାଏଲରେ ଥିବା ଭାରତୀୟଙ୍କ ପାଇଁ ଗୂୁରୁତ୍ୱପୂର୍ଣ୍ଣ ଆଡଭାଇଜରି ଜାରି

ଇସ୍ରାଏଲରେ ଥିବା ଭାରତୀୟ ଦୂତାବାସ ରବିବାର ନିଜ ନାଗରିକଙ୍କ ପାଇଁ ଏକ ନୂଆ ‘ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରି’ ଜାରି କରିଛି, ଯେଉଁଥିରେ ସେମାନଙ୍କୁ ଶାନ୍ତ ରହିବା ଏବଂ ସୁରକ୍ଷା ପ୍ରୋଟୋକଲ୍ ପାଳନ କରିବାକୁ ପରାମର୍ଶ ଦିଆଯାଇଛି।
ଭାରତୀୟ ଦୂତାବାସ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରିଥିବା ’ଗୁରୁତ୍ୱପୂର୍ଣ୍ଣ ଆଡଭାଇଜରି’ରେ କହିଛି ଯେ ଏହି ଅଞ୍ଚଳରେ ସାମ୍ପ୍ରତିକ ଘଟଣାକୁ ଦୃଷ୍ଟିରେ ରଖି ଇସ୍ରାଏଲରେ ଥିବା ସମସ୍ତ ଭାରତୀୟ ନାଗରିକଙ୍କୁ ଶାନ୍ତ ରହିବାକୁ ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି କରାଯାଇଥିବା ସୁରକ୍ଷା ପ୍ରୋଟୋକଲପାଳନ କରିବାକୁ ପରାମର୍ଶ ଦିଆଯାଇଛି।