
୨୪ ଘଣ୍ଟାରେ ୫୬,୨୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୯୫,୮୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୭୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୨,୧୧୪ରେ ପହଞ୍ଚିଛି। ଦିନକରେ ୩୭,୦୨୮ ସୁସ୍ଥ ହୋଇଥିବା ବେଳେ ୧,୧୩,୯୩,୦୨୧ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
୫,୪୦,୭୨୦ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।