Breaking PLUSଓଡ଼ିଶାମୁଖ୍ୟ ଖବର

ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର- ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର  ।କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନ୍‌ ଦୁଇଗୁଣା ହେଲା  ।କାରାବରଣ କରିଥିଲେ ୧୦ ହଜାର ବଦଳରେ ୨୦ ହଜାର ପାଇବେ ।କାରାବରଣ କରି ନଥିଲେ ୯ ହଜାର ପରିବର୍ତ୍ତେ ୧୫ ହଜାର ପାଇବେ  ।ଜାତୀୟ ପେନସନ ପାଉଥିବା ସଂଗ୍ରାମୀ ୮ ହଜାର ବଦଳରେ ୧୦ ହଜାର ପାଇବେ  । MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିଲେ ୨୦ ହଜାର ପାଇବେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button