Breaking PLUSଦେଶ ବିଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ୪୩ ହଜାର ୩୯୩ ନୂଆ କରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୩୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୩୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୯୩୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୮ ଲକ୍ଷ ୮୮ ହଜାର ୨୮୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୮ ହଜାର ୭୨୭ ଆକ୍ଟିଭ୍‌ କେସ୍ ରହିଛି।

Show More

Related Articles

Back to top button