Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୮୪,୩୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ସାରା ଦେଶରେ ୮୪,୩୩୨ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଦୀର୍ଘ ୭୦ ଦିନ ପରେ ସଂକ୍ରମଣ ମାମଲା ଖସିଥିବା ନଜର ଆସିଛି।

ଗତ ୨୪ ଘଣ୍ଟାରେ ସାରା ଦେଶରେ ୮୪,୩୩୨ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଦୀର୍ଘ ୭୦ ଦିନ ପରେ ସଂକ୍ରମଣ ମାମଲା ଖସିଥିବା ନଜର ଆସିଛି।

ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୫୯ ହଜାର ୧୫୫କୁ ବୃଦ୍ଧି ପାଇଛି। ଦିନକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୦୨ ରହିଛି। ଏଯାଏଁ ଦେଶରେ ୩ ଲକ୍ଷ ୬୭ ହଜାର ୦୮୧ ଜଣଙ୍କ ଜୀବନ ନେଲାଣି କରୋନା। ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୧,୨୧,୩୧୧। ବର୍ତ୍ତମାନ ସୁଦ୍ଧା କରୋନାରୁ ଆରୋଗ୍ୟ ଲାଭ କଲେଣି ୨ କୋଟି ୭୯ ଲକ୍ଷ ୧୧ ହଜାର ୩୮୪ ଆକ୍ରାନ୍ତ । ସେହିପରି ଆକ୍ଟିଭ୍ କେସ୍ ରହିଛି ୧୦ ଲକ୍ଷ ୮୦ ହଜାର ୬୯୦। ତେବେ ଏପର‌୍ୟ୍ୟନ୍ତ ଦେଶରେ ୨୪,୯୬,୦୦,୩୦୪ ଜଣ ଲୋକ କରୋନା ଟିକା ନେଇଛନ୍ତି।

Show More

Related Articles

Back to top button