Breaking PLUSଓଡ଼ିଶାମୁଖ୍ୟ ଖବର

ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା

ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା  । ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା  । ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା  ।ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି ହୋଇଥିଲା  । ଆଜି ଦିନ ୧୨ଟା ଯାଏଁ ଥିଲା କଟକଣା, ପ୍ରଶାସନ ଆଉ ବୃଦ୍ଧି କଲାନି  ।ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ହିଂସା ଦେଖା ଦେଇଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button