Breaking PLUSଦେଶମୁଖ୍ୟ ଖବର

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ

ରାୟପୁର-  ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ କାରାଦଣ୍ଡ । ଛତିଶଗଡର ପୂର୍ବତନ CM ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବତନ ବିଧାୟକ ଅମିତ ଯୋଗୀ  । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ  ।

NCP ନେତା ରାମ ଅବତାର ଜଗି ହତ୍ୟା ମାମଲାରେ ଦୋଷୀ ବୋଲି ପ୍ରମାଣିତ ହେବା ପରେ ପୂର୍ବତନ ବିଧାୟକ ଅମିତ ଯୋଗୀଙ୍କୁ ଦଣ୍ଡିତ କରାଯାଇଛି। କୋର୍ଟ ତାଙ୍କୁ ୭ ଦିନ ଭିତରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ବିଚାରପତି ରମେଶ ସିହ୍ନା ଏବଂ ଜଷ୍ଟିସ୍ ଅରବିନ୍ଦ କୁମାର ବର୍ମାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଗତ ଗୁରୁବାର ଅମିତ ଯୋଗୀଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ତେବେ ହାଇକୋର୍ଟଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅମିତ ଯୋଗୀ

Show More

Related Articles

Back to top button