Breaking PLUSଓଡ଼ିଶାମୁଖ୍ୟ ଖବର

ଜୟ ଢୋଲକିଆ ବିଜେପି ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର, 10 ଅକ୍ଟୋବର- ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି ।ଜୟ ଢୋଲକିଆଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । କାଲି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ଜୟ ।

ଗତ ୧୧ତାରିଖ ଦିନ ବିଜେପିରେ ସାମିଲ ହୋଇଥିଲେ ଜୟ ଢୋଲକିଆ । ଏହାପରେ ନୂଆପଡା ରାଜନୈତିକ ସମୀକରଣ ପୁରା ବଦଳି ଯାଇଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button