Breaking PLUSଓଡ଼ିଶାମୁଖ୍ୟ ଖବର

ନୂଆପଡ଼ାରେ ରେକର୍ଡ ଭୋଟରେ ଜିତିଲେ ଜୟ ଢୋଲକିଆ

ନୂଆପଡା- ଜୟ ଢୋଲକିଆ ନୂଆପଡ଼ାର ନୂଆ ନେତା ହୋଇଛନ୍ତି। ଜୟ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦ୍ଵୀ ତଥା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କଠାରୁ ୮୩ ହଜାର ୭୪୮ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। କେବଳ ଆନୁଷ୍ଠାନିକ ଘୋଷଣା ବାକି ରହିଛି। ଜୟଙ୍କୁ ୧ ଲକ୍ଷ ୨୩ ହଜାର ୮୬୯ ଭୋଟ ମିଳିଥିବାବେଳେ ଘାସିରାମଙ୍କୁ ୪୦ ହଜାର ୧୨୧ ଏବଂ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି।

Show More

Related Articles

Back to top button