Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଜୟ ଢୋଲକିଆଙ୍କ ବିଜୟ ଉତ୍ସବ

ନୂଆପଡ଼ା ଉପନିର୍ବାଚନରେ ବିଜେପିର ବିଜୟ ପରେ ରାଜ୍ୟ କାର୍ଯ୍ୟାଳୟରେ ବିଜୟ ଉତ୍ସବ ।  ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଜୟ ଢୋଲକିଆ ପହଞ୍ଚିବା ପରେ ବିପୁଳ ସ୍ବାଗତ ସମ୍ପର୍ଦ୍ଧନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଠାରୁ ଆଶୀର୍ବାଦ ନେଇଛନ୍ତି ଜୟ।

ଜୟ ନିଜ ମାଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ସଭାପତି ମନମୋହନ ସାମଲ ଓ ଅନ୍ୟ ବିଧାୟକ ଏବଂ ବରିଷ୍ଠ ନେତାମାନେ ତାଙ୍କୁ ସ୍ୱାଗତ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାତ୍ର ୧୬ମାସର ସରକାର ଉପରେ ନୂଆପଡା ବାସୀ ବିଶ୍ୱାସ ଓ ଭରସା କରି ବିଜେପି ପ୍ରାର୍ଥୀଙ୍କୁ ନିର୍ବାଚିତ କରାଇଛନ୍ତି । ଏହା ଆମ ପାଇଁ ବଡ କଥା । ୮୩ହଜାରରୁ ଅଧିକ ଭୋଟରେ ଜିତିଛନ୍ତି ଜୟ ଢୋଲକିଆ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button