Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଜୟ ଢୋଲକିଆ

ଭୁବନେଶ୍ୱର- ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଜୟ ଢୋଲକିଆ । ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବି ବୋଲି କହିଛନ୍ତି ଜୟ ।ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଜୟ ଢୋଲକିଆ ।



