Breaking PLUSଓଡ଼ିଶାମୁଖ୍ୟ ଖବର

ଜେଇଇ ମେନ୍ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର- ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ-ମେନ) ୨୦୨୫-୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.jeemain.nta.ac.in ଓ୍ବେବସାଇଟକୁ ଯାଇ ନିଜ ପରୀକ୍ଷା ଫଳ ଯାଞ୍ଚ କରିପାରିବେ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଦ୍ଵାରା ଆୟୋଜିତ ଏହି ପରୀକ୍ଷାରେ ୨୪ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ରଖି ଶୀର୍ଷ ସ୍ଥାନରେ ରହିଛନ୍ତି।

Show More

Related Articles

Back to top button