Breaking PLUSଓଡ଼ିଶାମୁଖ୍ୟ ଖବର

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍।  ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ଵନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି। ବିଶ୍ଵନାଥଙ୍କ ଭଡା ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି। ସେ ପୌରପାଳିକାର ଯନ୍ତ୍ରୀ ଦାୟିତ୍ଵରେ ମଧ୍ୟ ଅଛନ୍ତି ।  ଭିଜିଲାନ୍ସ ବିଭାଗ ର ୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି , ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

Show More

Related Articles

Back to top button