Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ

ଭୁବନେଶ୍ୱର, 7 ଏପ୍ରିଲ-  ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ।  ଏହି ଅବସରରେ ୩ଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଆଲୋଚନା କରିଥିବା କହିଛନ୍ତି ଜୁଏଲ।

ଆଜି ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଉଭୟଙ୍କ ମଧ୍ୟରେ ରାଉରକେଲା ବିମାନବନ୍ଦର ଓ ଷ୍ଟିଲ୍ ପ୍ଲାଣ୍ଟ ସଂପ୍ରସାରଣ ସମ୍ପର୍କରେ ଆଲୋଚନା ହୋଇଥିଲା । ଏହା ସହ ୨୧ରେ ରଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତି ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି ।

Show More

Related Articles

Back to top button