Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର, 29 ମେ- ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ। କିନ୍ତୁ ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।
ଜୁନ ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳେର କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ଅପରାହ୍ଣ କିମ୍ବା ସନ୍ଧ୍ୟାରେ କେନ୍ଦୁଝର, ଅନୁଗୋଳ, ଦେବଗଡ଼ ଏବଂ ସମ୍ବଲପୁର ଜିଲାର ଅନେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।



