Breaking PLUSଓଡ଼ିଶାମୁଖ୍ୟ ଖବର

କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର- କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ସୂଚନା ମିଳିଛି । ଏନେଇ ବିଶ୍ବବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ସୂଚନା ଦେଇଛନ୍ତି । ଦୀର୍ଘଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ ସଞ୍ଜୟ ଶତପଥୀ ।

Show More

Related Articles

Back to top button