Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦ୍ରାପଡାରେ ବାର୍ଡ ଫ୍ଲୁ ସନ୍ଦେହ

କେନ୍ଦ୍ରାପଡ଼ା-  ରାସ୍ତା କଡ଼ରୁ ୪ ବସ୍ତା ମୃତ କୁକୁଡ଼ା ଠାବ । ଡେରାବିଶ ଥାନା ନରସିଂହପୁର ପଞ୍ଚାୟତ ବାଇକିଆ ରାସ୍ତାରେ ପଡ଼ିଛି ମଲା କୁକୁଡା ବସ୍ତା । କିଏ ଓ କାହିଁକି ମୃତ କୁକୁଡ଼ା ଫିଙ୍ଗିଛି ତାହା ସ୍ପଷ୍ଟ ହୋଇନି । ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବାରୁ ଏଠି ସନ୍ଦେହ ବଢ଼ିଲା । ଘଟଣାସ୍ଥଳରେ ପହଞ୍ଚି ନମୁନା ସଂଗ୍ରହ କରିଛନ୍ତି ଜିଲ୍ଲା ପ୍ରାଣୀ ଚିକିତ୍ସାଧିକାରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button