Breaking PLUSଓଡ଼ିଶାମୁଖ୍ୟ ଖବର
କେନ୍ଦୁପତ୍ର ଫଡ଼ିରେ ପଶି ଲୁଟିନେଲେ କେନ୍ଦୁପତ୍ର

ଦଶପଲା- କେନ୍ଦୁପତ୍ର ଫଡ଼ିରେ ପଶି ଲୁଟିନେଲେ କେନ୍ଦୁପତ୍ର । ସାକେଣି କେନ୍ଦୁପତ୍ର ଫଡ଼ିରେ ପଶି ଆତଙ୍କ ଖେଳାଇଲେ ୧୦ ଦୁର୍ବୃତ୍ତ । ବନ୍ଧୁକ ଦେଖାଇ ୫ ଲକ୍ଷ ଟଙ୍କାର କେନ୍ଦୁପତ୍ର ଲୁଟିନେଲେ ଦୁର୍ବୃତ୍ତ । କାମ କରୁଥିବା ଲୋକଙ୍କ ମୋବାଇଲ ମଧ୍ୟ ଛଡ଼ାଇନେଇଥିବା ଅଭିଯୋଗ ହୋଇଛି ।