Breaking PLUSଓଡ଼ିଶାମୁଖ୍ୟ ଖବର
ସୀମା ବିବାଦକୁ ନେଇ ଉତ୍ତେଜନା; ପୁଣି ଲାଗିଲା ୧୬୩ ଧାରା

ଖୋର୍ଦ୍ଧା: ସୀମା ବିବାଦକୁ ନେଇ ଉତ୍ତେଜନା; ପୁଣି ଲାଗିଲା ୧୬୩ ଧାରା । ବାଘମାରୀ ଥାନାର ଓସ୍ତପୁର-କୋଟପଲ୍ଲା ଗାଁରେ ୧୬୩ ଧାରା ଲାଗୁ ହୋଇଛି । ଗତକାଲି ସୀମା ବିବାଦକୁ ନେଇ ପୋଡାଜଳା ପରସ୍ଥିତି ସୃଷ୍ଟି ହୋଇଥିଲା । ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।



