Breaking PLUSଓଡ଼ିଶାମୁଖ୍ୟ ଖବର
ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର ଯାହା ପଦକ୍ଷେପ ନେବେ- କେଭି
ଭୁବନେଶ୍ୱର- IAS ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ପ୍ରତିକ୍ରିୟା ।’ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି’ ।’ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ’ ।’ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର ଯାହା ପଦକ୍ଷେପ ନେବେ’ ।