Breaking PLUSଦେଶମୁଖ୍ୟ ଖବର

ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୟାସାଧିକ କାରଣରୁ ସେ ଅସୁସ୍ଥ ହୋଇପଡ଼ିଥିବା କୁହାଯାଉଛି। ଆଡଭାନୀଙ୍କୁ ଏବେ ୯୭ ବର୍ଷ। ୧୯୨୭ ନଭେମ୍ବର ୮ରେ ଆଡଭାନୀ ବ୍ରିଟିଶ ଇଣ୍ଡିଆର କରାଚୀରେ ଜନ୍ମଗ୍ରହଣ କରିଥିଲେ। ବିଜେପିର ସହପ୍ରତିଷ୍ଠାତା ଆଡଭାନୀ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ଭାରତର ଉପପ୍ରଧାନମନ୍ତ୍ରୀ ଥିଲେ।

Show More

Related Articles

Back to top button