Breaking PLUSଓଡ଼ିଶାମୁଖ୍ୟ ଖବର

ବିଜେପିରେ ସାମିଲ ହେଲେ ଲମ୍ବୋଧର ନିଆଲ

ନୂଆପଡାରେ ବିଜେଡିକୁ ଆଉ ଏକ ଶକ୍ତ ଝଟକା ଲାଗିଛି । ଲମ୍ବୋଧର ବିଜେଡିରୁ ଇସ୍ତଫା ଦେଇ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି । ଏହାପରେ ସେ ବିଜେପିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଲମ୍ବୋଧର ଉପସ୍ଥିତ ରହିଛନ୍ତି । ଯାହାକି ବିଜେଡି ପାଇଁ ଏକ ଶକ୍ତ ଝଟକା ହୋଇଛି ।
ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଏହାପୂର୍ବରୁ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ଟାଣୁଆ ନେତା ଲମ୍ବୋଧର ନିଆଲ । ତାଙ୍କ ସହିତ ଅନ୍ୟ କର୍ମୀମାନେ ମଧ୍ୟ ଦଳରେ ସାମିଲ ହୋଇଛନ୍ତି । ଲମ୍ବୋଧର କଳାହାଣ୍ଡିରୁ ବିଜେଡିର ସାଂସଦ ପ୍ରାର୍ଥୀ ହୋଇଥିଲେ ।
Show More

Related Articles

Leave a Reply

Your email address will not be published. Required fields are marked *

Back to top button